ଆଦି ପୁସ୍ତକ 41:38 - ପବିତ୍ର ବାଇବଲ38 ସେତେବେଳେ ଫାରୋ ସେମାନଙ୍କୁ କହିଲେ, “ମୁଁ ଭାବୁଛି ଆମ୍ଭେ ଏହି କାର୍ଯ୍ୟ ପାଇଁ ଯୋଷେଫଙ୍କଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ୱରଙ୍କ ଆତ୍ମା ତା’ ମଧ୍ୟରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି। Viz kapitolaଓଡିଆ ବାଇବେଲ38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।” Viz kapitola |