ଆଦି ପୁସ୍ତକ 41:39 - ପବିତ୍ର ବାଇବଲ39 ତେଣୁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏହିସବୁ ଦେଖାଇ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ପରମେଶ୍ଵର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; Viz kapitolaଓଡିଆ ବାଇବେଲ39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; Viz kapitola |