ଆଦି ପୁସ୍ତକ 41:45 - ପବିତ୍ର ବାଇବଲ45 ଫାରୋ ଯୋଷେଫଙ୍କୁ ଏକ ଅନ୍ୟ ନାମରେ ନାମିତ କଲେ, “ସାଫନତ୍-ପାନେହ” ଫାରୋ ଯୋଷେଫଙ୍କୁ ଓନ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ବିବାହ ଦେଲେ। ଯୋଷେଫ ସମସ୍ତ ମିଶର ଦେଶ ମଧ୍ୟଦେଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ45 ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ ରଖିଲେ; ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍-ପାନେହ ରଖିଲେ;” ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitola |