ଆଦି ପୁସ୍ତକ 41:46 - ପବିତ୍ର ବାଇବଲ46 ଯୋଷେଫ ତିରିଶ୍ ବର୍ଷ ବୟସରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଛିଡ଼ା ହୋଇଥିଲେ। ଏହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaଓଡିଆ ବାଇବେଲ46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitola |