ଆଦି ପୁସ୍ତକ 41:52 - ପବିତ୍ର ବାଇବଲ52 ଯୋଷେଫ ତାଙ୍କର ଦ୍ୱିତୀୟ ପୁତ୍ରର ନାମ ଦେଲେ ଇଫ୍ରୟିମ କାରଣ ସେ କହିଲେ, “ମୋହର ଦୁଃଖ ଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ52 ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।” Viz kapitola |