ଆଦି ପୁସ୍ତକ 41:56 - ପବିତ୍ର ବାଇବଲ56 ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷେଫ ସବୁ ସ୍ଥାନରେ ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକିବାକୁ ଲାଗିଲେ। ତଥାପି ମିଶରରେ ଦୁର୍ଭିକ୍ଷ ପ୍ରବଳ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା। Viz kapitolaଓଡିଆ ବାଇବେଲ56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା। Viz kapitola |