ଆଦି ପୁସ୍ତକ 42:12 - ପବିତ୍ର ବାଇବଲ12 ତା'ପରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତେବେ ସେ ସେମାନଙ୍କୁ କହିଲେ, ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ। Viz kapitolaଓଡିଆ ବାଇବେଲ12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।” Viz kapitola |