ଆଦି ପୁସ୍ତକ 42:13 - ପବିତ୍ର ବାଇବଲ13 ଏବଂ ଭାଇମାନେ କହିଲେ, “ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ। ଆମ୍ଭର ସାନଭାଇ ଆମ୍ଭର ଗୃହରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିଯାଇଛି। ଆମ୍ଭେମାନେ ଆପଣଙ୍କ ନିକଟରେ ଦାସତୁଲ୍ୟ। ଆମ୍ଭେମାନେ କିଣାନ ଦେଶରୁ ଆସିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେମାନେ କହିଲେ, ଆପଣଙ୍କର ଏହି ଦାସମାନେ ଦ୍ଵାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି ଜଣେ ନାହିଁ। Viz kapitolaଓଡିଆ ବାଇବେଲ13 ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।” Viz kapitola |