Online Bible

- Reklamy -




ଆଦି ପୁସ୍ତକ 42:15 - ପବିତ୍ର ବାଇବଲ

15 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ୟତାର ପ୍ରମାଣ ଦେଖାଅ। ଫାରୋଙ୍କ ନାମରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନ ଆସିବା ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କୁ ଯିବାକୁ ଦେବି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହା ଦ୍ଵାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

15 ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।

Viz kapitola kopírovat




ଆଦି ପୁସ୍ତକ 42:15

Následuj nás:

Reklamy


Reklamy