Online Bible

- Reklamy -




ଆଦି ପୁସ୍ତକ 42:16 - ପବିତ୍ର ବାଇବଲ

16 ମୁଁ ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ଛାଡ଼ିବି ସେ ଯାଇ ତୁମ୍ଭର ସାନ ଭାଇକୁ ଏଠାକୁ ନେଇ ଆସିବ। ସେ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ବନ୍ଦୀଶାଳାରେ ରହିବ। ମୁଁ ଦେଖିବି ତୁମ୍ଭେମାନେ ସତ କହୁଛ ନା ତୁମ୍ଭେମାନେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦେଇ ଶପଥ କରୁଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକି ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚର ଅଟ।

Viz kapitola kopírovat

ଓଡିଆ ବାଇବେଲ

16 ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”

Viz kapitola kopírovat




ଆଦି ପୁସ୍ତକ 42:16

Následuj nás:

Reklamy


Reklamy