ଆଦି ପୁସ୍ତକ 42:22 - ପବିତ୍ର ବାଇବଲ22 ରୁବେନ୍ ସେମାନଙ୍କୁ କହିଲା, “ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭେମାନେ ସେତେବେଳେ ମୋ’ କଥା ଶୁଣିଲ ନାହିଁ। ସେଥିପାଇଁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ନିକାଶ ନିଆଯାଉଅଛି। Viz kapitolaଓଡିଆ ବାଇବେଲ22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।” Viz kapitola |