ଆଦି ପୁସ୍ତକ 42:25 - ପବିତ୍ର ବାଇବଲ25 ଯୋଷେଫ ତାଙ୍କର ଦାସମାନଙ୍କୁ ନିର୍ଦ୍ଦେଶ ଦେଲେ, ସେମାନଙ୍କର ବ୍ୟାଗ୍ ଗୁଡ଼ିକୁ ଶସ୍ୟରେ ଭରପୁର କରିବା ପାଇଁ। ତାଙ୍କର ଭାଇମାନେ ସେହି ଶସ୍ୟ ପାଇଁ ତାଙ୍କୁ ଅର୍ଥ ଦେଲେ। କିନ୍ତୁ ଯୋଷେଫ ସେହି ଅର୍ଥ ନେଲେ ନାହିଁ। ସେ ସେମାନଙ୍କର ଅର୍ଥ ସେହି ବ୍ୟାଗ୍ ମଧ୍ୟରେ ପୁରାଇ ଦେଲେ। ଏହା ପରେ ଯୋଷେଫ ତାଙ୍କର ଫେରିବା ପାଇଁ ବ୍ୟବହାର ଦ୍ରବ୍ୟ ମଧ୍ୟ ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା, Viz kapitolaଓଡିଆ ବାଇବେଲ25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା, Viz kapitola |