Online Bible

- Reklamy -




ଆଦି ପୁସ୍ତକ 42:29 - ପବିତ୍ର ବାଇବଲ

29 ଭାଇମାନେ ସେମାନଙ୍କର ପିତା ଯାକୁବଙ୍କ ନିକଟକୁ କିଣାନ ଦେଶକୁ ଫେରିଗଲେ। ସେମାନେ ଯାକୁବଙ୍କୁ, ଯେ କି ତାଙ୍କର ପିତା, ତାଙ୍କୁ ସମସ୍ତ ବିଷୟ ଅବଗତ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ,

Viz kapitola kopírovat

ଓଡିଆ ବାଇବେଲ

29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,

Viz kapitola kopírovat




ଆଦି ପୁସ୍ତକ 42:29

Následuj nás:

Reklamy


Reklamy