Online Bible

- Reklamy -




ଆଦି ପୁସ୍ତକ 42:32 - ପବିତ୍ର ବାଇବଲ

32 ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ଏକ ପିତା, ଆମ୍ଭର ଜଣେ ଭାଇ ଯିଏ କି ମରିଯାଇଛି ଏବଂ ଆମ୍ଭର ସାନଭାଇ ଯେଏ କି ବର୍ତ୍ତମାନ କିଣାନ ଦେଶରେ ଅଛି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।

Viz kapitola kopírovat

ଓଡିଆ ବାଇବେଲ

32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’

Viz kapitola kopírovat




ଆଦି ପୁସ୍ତକ 42:32

Následuj nás:

Reklamy


Reklamy