Online Bible

- Reklamy -




ଆଦି ପୁସ୍ତକ 42:35 - ପବିତ୍ର ବାଇବଲ

35 ଏହା ପରେ ଭାଇମାନେ ଶସ୍ୟ ବୋହିବାକୁ ଲାଗିଲେ। ଏବଂ ସମସ୍ତ ଭାଇମାନେ ସେମାନଙ୍କର ବ୍ୟା‌‌‌ଗ୍‌‌‌ରୁ ସମସ୍ତ ଅର୍ଥମୁଣା ପାଇଲେ। ସମସ୍ତ ଭାଇ ଓ ସେମାନଙ୍କର ପିତା ଏହି ଟଙ୍କା ଦେଖି ଭୟରେ ଥରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାପୁଡ଼ିଆ ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

Viz kapitola kopírovat




ଆଦି ପୁସ୍ତକ 42:35

Následuj nás:

Reklamy


Reklamy