ଆଦି ପୁସ୍ତକ 42:37 - ପବିତ୍ର ବାଇବଲ37 କିନ୍ତୁ ରୁବେନ୍ ତା'ର ପିତାଙ୍କୁ କହିଲା, “ପିତା, ମୁଁ ଯେବେ ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅକୁ ବଧ କରିବ। ମୋ’ ହସ୍ତରେ ତାକୁ ସମର୍ପଣ କର। ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ତହିଁରେ ରୁବେନ୍ ପିତାଙ୍କୁ କହିଲା, ମୁଁ ଯେବେ ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି। Viz kapitolaଓଡିଆ ବାଇବେଲ37 ତହିଁରେ ରୁବେନ୍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋ’ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତହିଁରେ ରୁବେନ୍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।” Viz kapitola |