Online Bible

- Reklamy -




ଆଦି ପୁସ୍ତକ 42:38 - ପବିତ୍ର ବାଇବଲ

38 କିନ୍ତୁ ଯାକୁବ ତାକୁ କହିଲେ, “ମୁଁ ବିନ୍ୟାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିଯାଇଛି। ସେ ଜଣେ କେବଳ ରହିଯାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ଯାଏ ଏବଂ ରାସ୍ତାରେ କିଛି ଗୋଟିଏ ହୋଇଯାଏ, ତେବେ ତୁମ୍ଭେ ମୋତେ ଶୋକରେ ମୋର ଏହି ପକ୍ୱ କେଶରେ କବରକୁ ପଠେଇ ଦେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ତେବେ ସେ କହିଲେ, ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେଇଟି ମାତ୍ର ବାକୀ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯେବେ କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ଵ କେଶରେ କବରକୁ ପଠାଇବ।

Viz kapitola kopírovat

ଓଡିଆ ବାଇବେଲ

38 ତେବେ ସେ କହିଲେ, “ମୋ’ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”

Viz kapitola kopírovat




ଆଦି ପୁସ୍ତକ 42:38

Následuj nás:

Reklamy


Reklamy