ଆଦି ପୁସ୍ତକ 42:5 - ପବିତ୍ର ବାଇବଲ5 କିଣାନ ଦେଶରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣାନ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶସ୍ୟ କିଣିବାକୁ ଗଲେ। ସେମାନଙ୍କ ମଧ୍ୟରେ ଯାକୁବର ପୁତ୍ରମାନେ ମଧ୍ୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା। Viz kapitolaଓଡିଆ ବାଇବେଲ5 ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା। Viz kapitola |