Online Bible

- Reklamy -




ଆଦି ପୁସ୍ତକ 42:7 - ପବିତ୍ର ବାଇବଲ

7 ଯୋଷେଫ ଭାଇମାନଙ୍କୁ ଦେଖିଲେ। ଯୋଷେଫ ସେମାନଙ୍କୁ ଚିହ୍ନି ପାରିଲେ। କିନ୍ତୁ ସେମାନଙ୍କୁ ନ ଚିହ୍ନିଲାପରି ଅଭିନୟ କଲେ। ଯୋଷେଫ ସେମାନଙ୍କୁ ମଧ୍ୟ ରୁକ୍ଷ ବ୍ୟବହାର କଲେ। ଯୋଷେଫ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାରୁ ଆସିଛ?” ତାଙ୍କର ଭାଇମାନେ ଉତ୍ତର ଦେଲେ, “ଆମ୍ଭେମାନେ କିଣାନୀୟମାନଙ୍କ ଦେଶରୁ ଆସିଛୁ। ଆମ୍ଭେ ଏଠାକୁ କିଛି ଖାଦ୍ୟ ଶସ୍ୟ କିଣିବାକୁ ଆସିଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, ତୁମ୍ଭେମାନେ କେଉଁଠାରୁ ଆସିଅଛ? ସେମାନେ କହିଲେ, କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।

Viz kapitola kopírovat

ଓଡିଆ ବାଇବେଲ

7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”

Viz kapitola kopírovat




ଆଦି ପୁସ୍ତକ 42:7

Následuj nás:

Reklamy


Reklamy