ଆଦି ପୁସ୍ତକ 43:11 - ପବିତ୍ର ବାଇବଲ11 ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନେଇ ଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ। Viz kapitolaଓଡିଆ ବାଇବେଲ11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ। Viz kapitola |