ଆଦି ପୁସ୍ତକ 43:12 - ପବିତ୍ର ବାଇବଲ12 ତୁମ୍ଭେମାନେ ଗତଥର ଯେତେ ଟଙ୍କା ନେଇଥିଲ ତା'ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫେରାଇ ଦେଇଥିଲେ ତାହା ବି ନେଇଯାଅ କାରଣ ସେ ଏହା ଭୁଲରେ ତୁମ୍ଭମାନଙ୍କୁ ଫେରାଇ ଦେଇଥିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ। Viz kapitolaଓଡିଆ ବାଇବେଲ12 ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ। Viz kapitola |