ଆଦି ପୁସ୍ତକ 43:15 - ପବିତ୍ର ବାଇବଲ15 ତେଣୁ ଭାଇମାନେ ସେହି ଉପହାର ନେଇ ସେହି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସେମାନଙ୍କ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନେଇଗଲେ। ଏଥର ତାଙ୍କ ସହିତ ବିନ୍ୟାମୀନ ମଧ୍ୟ ମିଶରକୁ ଗଲା। ସେମାନେ ଯେତେବେଳେ ସେଠାରେ ପହଞ୍ଚିଲେ, ସେମାନେ ଯୋଷେଫଙ୍କୁ ଦେଖିବାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaଓଡିଆ ବାଇବେଲ15 ତହୁଁ ସେମାନେ ସେହି ଭେଟିଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ। Viz kapitola |