ଆଦି ପୁସ୍ତକ 43:17 - ପବିତ୍ର ବାଇବଲ17 ଦାସକୁ ଯେପରି କୁହା ଯାଇଥିଲା ସେ ଠିକ୍ ସେହିପରି କଲା। ସେ ସେହି ଲୋକମାନଙ୍କୁ ଯୋଷେଫଙ୍କ ଗୃହକୁ ପାଛୋଟି ନେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା। Viz kapitolaଓଡିଆ ବାଇବେଲ17 ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା। Viz kapitola |