ଆଦି ପୁସ୍ତକ 43:18 - ପବିତ୍ର ବାଇବଲ18 ସେହି ଲୋକମାନେ ଭୟଭୀତ ହୋଇ ଗଲେ, ଯେତେବେଳେ ସେମାନେ ଯୋଷେଫଙ୍କ ଗୃହକୁ ଗଲେ। ସେମାନେ କହିଲେ, “ଆମ୍ଭମାନଙ୍କୁ ଏଥର ଏଠାକୁ ଅଣାଯିବାର କାରଣ ହେଉଛି ଗତ ଥର ଆମ୍ଭେମାନେ ଶସ୍ୟ ଅଖା ସହିତ ସେହି ଟଙ୍କା ନେଇ ଯାଇଥିଲୁ। ଆମ୍ଭ ବିରୁଦ୍ଧରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନେଇଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ। Viz kapitolaଓଡିଆ ବାଇବେଲ18 ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।” Viz kapitola |