ଆଦି ପୁସ୍ତକ 43:20 - ପବିତ୍ର ବାଇବଲ20 ସେମାନେ କହିଲେ, “ମହାଶୟ, ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ଆପଣଙ୍କୁ ଯାହା କହୁଛୁ ଏହା ସତ୍ୟ ଅଟେ। ଗତଥର ଆମ୍ଭେମାନେ ଏଠାକୁ ଖାଦ୍ୟ କ୍ରୟ କରିବାକୁ ଆସିଥିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ; Viz kapitolaଓଡିଆ ବାଇବେଲ20 “ପ୍ରଭୁ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ; Viz kapitola |