Online Bible

- Reklamy -




ଆଦି ପୁସ୍ତକ 43:21 - ପବିତ୍ର ବାଇବଲ

21-22 ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।

Viz kapitola kopírovat




ଆଦି ପୁସ୍ତକ 43:21

Následuj nás:

Reklamy


Reklamy