ଆଦି ପୁସ୍ତକ 43:24 - ପବିତ୍ର ବାଇବଲ24 ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା। Viz kapitola |