ଆଦି ପୁସ୍ତକ 43:25 - ପବିତ୍ର ବାଇବଲ25 ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ। Viz kapitolaଓଡିଆ ବାଇବେଲ25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ। Viz kapitola |