Online Bible

- Reklamy -




ଆଦି ପୁସ୍ତକ 43:29 - ପବିତ୍ର ବାଇବଲ

29 ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, “ସେ କି ଏହି ?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”

Viz kapitola kopírovat




ଆଦି ପୁସ୍ତକ 43:29

Následuj nás:

Reklamy


Reklamy