ଆଦି ପୁସ୍ତକ 43:30 - ପବିତ୍ର ବାଇବଲ30 ଯୋଷେଫ ଆଉ ଅଧିକ ସମୟ ନିଜର କୋହ ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶୀଘ୍ର ସେମାନଙ୍କ ପାଖରୁ ଆଉ ଗୋଟିଏ କୋଠରୀକୁ ଗଲେ ଏବଂ କାନ୍ଦିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ। Viz kapitolaଓଡିଆ ବାଇବେଲ30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ। Viz kapitola |