ଆଦି ପୁସ୍ତକ 43:31 - ପବିତ୍ର ବାଇବଲ31 ତା'ପରେ ସେ ନିଜକୁ ନିୟନ୍ତ୍ରଣରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସି କହିଲେ, “ବର୍ତ୍ତମାନ ଖାଇବାର ସମୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ। Viz kapitola |