ଆଦି ପୁସ୍ତକ 43:33 - ପବିତ୍ର ବାଇବଲ33 ଯୋଷେଫଙ୍କର ଭାଇମାନେ ଯୋଷେଫଙ୍କ ଆଗ ଟେବୁଲରେ ଖାଇ ବସିଲେ। ତାଙ୍କର ଭାଇମାନେ ବଡ଼ରୁ ସାନ କ୍ରମରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଗ୍ଭହୁଁଥା’ନ୍ତି। କ’ଣ ସବୁ ଘଟୁଛି ସେମାନେ ଆଶ୍ଚର୍ଯ୍ୟ ହେଉଥା’ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitolaଓଡିଆ ବାଇବେଲ33 ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitola |