ଆଦି ପୁସ୍ତକ 43:34 - ପବିତ୍ର ବାଇବଲ34 ଦାସମାନେ ଯୋଷେଫଙ୍କ ଟେବୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥା’ନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ୟାମୀନକୁ ଅଧିକ ପାଞ୍ଚ ଥର ପରଷୁଥା’ନ୍ତି। ସେମାନେ ସମସ୍ତେ ଖାଇ ପିଇ ଆନନ୍ଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁଣି ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମିନର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitolaଓଡିଆ ବାଇବେଲ34 ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitola |