ଆଦି ପୁସ୍ତକ 44:1 - ପବିତ୍ର ବାଇବଲ1 ଯୋଷେଫ ତାଙ୍କର ଦାସଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ସେହି ଲୋକମାନଙ୍କର ପଟରେ ସେମାନେ ଯେତେ ନେଇପାରିବେ, ସେତେ ଶସ୍ୟ ଭର୍ତ୍ତି କର ଏବଂ ସେମାନଙ୍କ ପଇସା ମଧ୍ୟ ତାଙ୍କ ଥଳି ଉପରେ ରଖି ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ। Viz kapitola |