ଆଦି ପୁସ୍ତକ 44:13 - ପବିତ୍ର ବାଇବଲ13 ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସେମାନେ ଦୁଃଖରେ ସେମାନଙ୍କର ପୋଷାକ ଚିରି ପକାଇଲେ। ସେମାନେ ସେମାନଙ୍କର ପଟଗୁଡ଼ିକ ଗଧ ପିଠିରେ ପକାଇ ନଗରକୁ ଫେରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ। Viz kapitolaଓଡିଆ ବାଇବେଲ13 ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ। Viz kapitola |