ଆଦି ପୁସ୍ତକ 44:14 - ପବିତ୍ର ବାଇବଲ14 ଯିହୁଦା ଏବଂ ତା'ର ଭାଇମାନେ ଯୋଷେଫଙ୍କ ଗୃହକୁ ଗଲେ। ଯୋଷେଫ ସେହିଠାରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେ ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ। Viz kapitolaଓଡିଆ ବାଇବେଲ14 ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ। Viz kapitola |