ଆଦି ପୁସ୍ତକ 44:15 - ପବିତ୍ର ବାଇବଲ15 ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ’ଣ ଜାଣି ପାରିଲ ନାହିଁ, ମୁଁ ସମସ୍ତ ଗୁପ୍ତକଥା ଜାଣିପାରେ। ମୋ'ଠାରୁ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତେବେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରା ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ? Viz kapitolaଓଡିଆ ବାଇବେଲ15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?” Viz kapitola |