ଆଦି ପୁସ୍ତକ 44:17 - ପବିତ୍ର ବାଇବଲ17 କିନ୍ତୁ ଯୋଷେଫ କହିଲେ, “ପରମେଶ୍ୱର ଏପରି ନ କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କେବଳ ଯେ ମୋର ପାତ୍ର ଗ୍ଭେରି କରିଛି, ସେ ମୋର ଦାସ ହେବ। ଅନ୍ୟମାନେ ଶାନ୍ତିରେ ତୁମ୍ଭର ପିତାଙ୍କ ନିକଟକୁ ଫେରିଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ଯୋଷେଫ କହିଲେ, ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ। Viz kapitolaଓଡିଆ ବାଇବେଲ17 ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।” Viz kapitola |