ଆଦି ପୁସ୍ତକ 44:2 - ପବିତ୍ର ବାଇବଲ2 ସାନ ଭାଇର ପଟରେ ତା'ର ଟଙ୍କାତକ ଭର୍ତ୍ତି କର। କିନ୍ତୁ ତା'ର ପଟରେ ମୋର ରୂପା ତାଟିଆ ରଖ।” ଯୋଷେଫ ସେମାନଙ୍କୁ ଯେପରି କହିଲେ ଦାସମାନେ ଠିକ୍ ସେହିପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ। ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Viz kapitolaଓଡିଆ ବାଇବେଲ2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Viz kapitola |