Online Bible

- Reklamy -

ଆଦି ପୁସ୍ତକ 44:20 - ପବିତ୍ର ବାଇବଲ

20 ଆମ୍ଭେ ଆପଣଙ୍କୁ ଉତ୍ତର କରିଥିଲୁ, ‘ହଁ, ଆମ୍ଭର ଏକ ପିତା ଅଛନ୍ତି, ସେ ବୃଦ୍ଧ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ୟନ୍ତ ପ୍ରେମ କରୁଥିଲେ। କାରଣ ସେ ପିତାଙ୍କର ବାର୍ଦ୍ଧକ୍ୟ କାଳରେ ଜନ୍ମ ନେଇଥିଲା। ସେହି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ୟାମୀନ ହେଉଛି ସେହି ଭାଇ ଯିଏ ଏକ ମା’ର ସନ୍ତାନ। ଆମ୍ଭର ପିତା ମଧ୍ୟ ତାକୁ ଅତ୍ୟନ୍ତ ଭଲପାନ୍ତି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’

Viz kapitola kopírovat

ଆଦି ପୁସ୍ତକ 44:20

Následuj nás:

Reklamy

Reklamy