ଆଦି ପୁସ୍ତକ 44:21 - ପବିତ୍ର ବାଇବଲ21 ତା'ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା। Viz kapitolaଓଡିଆ ବାଇବେଲ21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’ Viz kapitola |