ଆଦି ପୁସ୍ତକ 44:22 - ପବିତ୍ର ବାଇବଲ22 ଆମ୍ଭେ କହିଲୁ, ‘ଆମ୍ଭର ସାନ ଭାଇ ଆସି ପାରିବ ନାହିଁ। ସେ ପିତାଙ୍କୁ ଛାଡ଼ି ଆସିବ ନାହିଁ। ଯଦି ପିତା ତାକୁ ହରାନ୍ତି, ତେବେ ପିତା ଦୁଃଖରେ ପ୍ରାଣତ୍ୟାଗ କରିବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ। Viz kapitolaଓଡିଆ ବାଇବେଲ22 ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, “ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’ Viz kapitola |