Online Bible

- Reklamy -




ଆଦି ପୁସ୍ତକ 44:28 - ପବିତ୍ର ବାଇବଲ

28 ଗୋଟିଏ ପୁତ୍ର ମୋ'ଠାରୁ ଦୂରକୁ ଗ୍ଭଲିଗଲା। ସେହି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ୱାସ କରେ ସେ ହିଂସ୍ର ଜନ୍ତୁ ଦ୍ୱାରା ଗ୍ରାସିତ ହୋଇଯାଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।

Viz kapitola kopírovat




ଆଦି ପୁସ୍ତକ 44:28

Následuj nás:

Reklamy


Reklamy