Online Bible

- Reklamy -




ଆଦି ପୁସ୍ତକ 44:29 - ପବିତ୍ର ବାଇବଲ

29 ଯଦି ତୁମ୍ଭେ ମୋର ଆର ପୁତ୍ରକୁ ମୋ'ଠାରୁ ଦୂରେଇ ନିଅ। ଏବଂ ଯଦି ତା'ର କିଛି ହୁଏ, ତେବେ ମୁଁ ଦୁଃଖରେ ମରିଯିବି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯେବେ ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ଵକେଶରେ ପାତାଳକୁ ପଠାଇବ।

Viz kapitola kopírovat

ଓଡିଆ ବାଇବେଲ

29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ମୃତ୍ୟୁୁ ମୁଖରେ ପକାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’

Viz kapitola kopírovat




ଆଦି ପୁସ୍ତକ 44:29

Následuj nás:

Reklamy


Reklamy