Online Bible

- Reklamy -




ଆଦି ପୁସ୍ତକ 44:30 - ପବିତ୍ର ବାଇବଲ

30 ବର୍ତ୍ତମାନ ଚିନ୍ତା କରନ୍ତୁ, କ’ଣ ହେବ। ଯେତେବେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫେରିବୁ। ସେହି ବାଳକ ଆମ୍ଭ ପିତାଙ୍କର ଅମୂଲ୍ୟ ସମ୍ପଦ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯେବେ ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ।

Viz kapitola kopírovat

ଓଡିଆ ବାଇବେଲ

30 ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‍କ୍ଷଣାତ୍‍ ମରିଯିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‌କ୍ଷଣାତ୍ ମରିଯିବେ।

Viz kapitola kopírovat




ଆଦି ପୁସ୍ତକ 44:30

Následuj nás:

Reklamy


Reklamy