Online Bible

- Reklamy -




ଆଦି ପୁସ୍ତକ 44:32 - ପବିତ୍ର ବାଇବଲ

32 “ମୁଁ ଏହି ଭାଇ ପାଇଁ ଦାୟିତ୍ୱ ନେଇଛି। ମୁଁ ମୋର ପିତାଙ୍କୁ କହିଥିଲି, ‘ଯଦି ମୁଁ ବିନ୍ୟାମୀନଙ୍କୁ ସାଙ୍ଗରେ ନ ନିଏ ତେବେ ସେ ମୋତେ ଜୀବନ ସାରା ଦୋଷ ବହନ କରିବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯେବେ ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।

Viz kapitola kopírovat

ଓଡିଆ ବାଇବେଲ

32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’

Viz kapitola kopírovat




ଆଦି ପୁସ୍ତକ 44:32

Následuj nás:

Reklamy


Reklamy