ଆଦି ପୁସ୍ତକ 44:4 - ପବିତ୍ର ବାଇବଲ4 ସେମାନେ ନଗର ଛାଡ଼ିବା ପରେ ଯୋଷେଫ ତାଙ୍କର ଦାସଙ୍କୁ କହିଲେ, “ସେହି ଲୋକମାନଙ୍କୁ ଅନୁସରଣ କର। ସେମାନଙ୍କୁ ଅଟକାଇ କୁହ, ‘ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ୟବହାର କଲୁ, କିନ୍ତୁ ତୁମ୍ଭେମାନେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭେମାନେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଗ୍ଭେରି କଲ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ? Viz kapitolaଓଡିଆ ବାଇବେଲ4 ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ? Viz kapitola |