ଆଦି ପୁସ୍ତକ 44:5 - ପବିତ୍ର ବାଇବଲ5 ଆମ୍ଭର ମହାଶୟ ସେହି କପ୍ରେ ପାନ କରି ସାରିବା ପରେ ଗୁପ୍ତ କଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆରେ ଜାଣିବାକୁ ଏହା ବ୍ୟବହାର କରନ୍ତି। କାହିଁକି ତୁମ୍ଭେମାନେ ଏହି ମନ୍ଦକାର୍ଯ୍ୟ କଲ?’” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ଵାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ଵାରା ତୁମ୍ଭେମାନେ ଦୋଷ କରିଅଛ। Viz kapitolaଓଡିଆ ବାଇବେଲ5 ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’” Viz kapitola |