ଆଦି ପୁସ୍ତକ 44:7 - ପବିତ୍ର ବାଇବଲ7 କିନ୍ତୁ ଭାଇମାନେ ସେହି ଦାସକୁ କହିଲେ, “ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ? ଆମ୍ଭେ ଏପରି କିଛି କାର୍ଯ୍ୟ କରି ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେମାନେ କହିଲେ, ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। Viz kapitolaଓଡିଆ ବାଇବେଲ7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। Viz kapitola |