Online Bible

- Reklamy -




ଆଦି ପୁସ୍ତକ 45:11 - ପବିତ୍ର ବାଇବଲ

11 ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ।

Viz kapitola kopírovat

ଓଡିଆ ବାଇବେଲ

11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”

Viz kapitola kopírovat




ଆଦି ପୁସ୍ତକ 45:11

Následuj nás:

Reklamy


Reklamy